You are currently viewing କରୋନା କବଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କରୋନା କବଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କରୋନା କବଳରୁ ବାଦ୍ ପପଡିନାହାନ୍ତିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି । ଏହି ଖବର ସେ ନିଜେ ଟୁଇଟ କରି ଜଣାଇଛନ୍ତି । ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ପୂର୍ବରୁ ତାଙ୍କ କର୍ମଚାରୀ ପଜିଟିଭ ଆସିଥିଲେ । ପ୍ରକାଶ ଯୋଗ୍ୟ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ତାମିଲନାଡ଼ୁ ରାଜ୍ୟପାଳ ଭଓଁରିଲାଲ ପୁରୋହିତ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।