You are currently viewing କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍

ଭୁବନେଶ୍ୱର, କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ହୋଇଛି । କୋଲସ୍କାମରେ ଦଣ୍ଡାଦେଶ କରିଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ । ୧୯୯୯ ଝାଡଖଣ୍ଡ କୋଲବ୍ଲକ ଆବଣ୍ଟନ ମାମଲାରେ ଏହି ଦଣ୍ଡାଦେଶ ମିଳିଛି । ବ୍ରହ୍ମଡିହ କୋଲବ୍ଳକ ସିଟିଏଲକୁ ଆବଣ୍ଟନ ନେଇ ଅନିୟମିତତା ଅଭିଯୋଗ ହୋଇଥିଲା । ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ ଜେଲଦଣ୍ଡ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।