You are currently viewing ଘୁଞ୍ଚିବନି NEET ଓ JEE ପରୀକ୍ଷା

ଘୁଞ୍ଚିବନି NEET ଓ JEE ପରୀକ୍ଷା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ଦେଶ ଓ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କୁହାଯାଇଥିଲା। କିନ୍ତୁ ନିର୍ଦ୍ଧାରିତ ସମୟରେ  NEET ଓ JEE ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ସେପ୍ଟେମ୍ବର ୧୩ରେ ହେବ NEET, ସେପ୍ଟେମ୍ବର ୧ ଓ ୬ରେ ହେବ JEE ପରୀକ୍ଷା । ନ୍ୟାସ୍‌ନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।