You are currently viewing ଜଗତସିଂହପୁର ବିଧାୟକଙ୍କୁ କରୋନା

ଜଗତସିଂହପୁର ବିଧାୟକଙ୍କୁ କରୋନା

  • Post category:ଓଡିଶା
  • Reading time:1 mins read

ଜଗତସିଂପୁର, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।