You are currently viewing ଜଳିଗଲା କୋଭିଡ୍ ହସ୍ପିଟାଲ୍

ଜଳିଗଲା କୋଭିଡ୍ ହସ୍ପିଟାଲ୍

କଟକ, କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଯାଇଛି। ଦମକଳ ବାହିନୀ ସେଠାରେ ପହଞ୍ଚି ନିଆଁ କୁ ଆୟତ୍ତ କରୁଛି।

ତେବେ ଏହା କିପରି ଓ କାହିଁକି ନିଆଁ ଲାଗିଛି ସେନେଇ କୌଣସି କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ ।

ଅନ୍ୟମାନଙ୍କୁ ଜଣାନ୍ତୁ।