You are currently viewing ପୁଣି ବାହାରିଲେ ୧୨୧୫ ଆକ୍ରାନ୍ତ

ପୁଣି ବାହାରିଲେ ୧୨୧୫ ଆକ୍ରାନ୍ତ

ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୨୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୧୦୭ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରେ ସର୍ବାଧିକ ୩୩୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ ୩୧୨।

ଅନ୍ୟମାନଙ୍କୁ ଜଣାନ୍ତୁ।