You are currently viewing ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

ସମସ୍ତ କଳ୍ନନାଜଳ୍ପନାର ଅନ୍ତ ଘଟାଇ ଶେଷରେ ପ୍ରକାଶ ପାଇଛି ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ।  ପରୀକ୍ଷା ଫଳ ପ୍ରକାଶ ଓ ଛାତ୍ରଛାତ୍ରୀଙ୍କ ଶୁଭେଚ୍ଛା ନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ । http://cbseresults.nic.in ୱେବସାଇଟରେ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଉପଲବ୍ଧ ହୋଇଛି ।ଏ ବର୍ଷର ପାସ ହାର ୮୮.୭୮ପ୍ରତିଶତ ରହିଛି । ଯାହା ଗତବର୍ଷ ତୁଳନାରେ ୫.୩୮ ପ୍ରତିଶତ ଅଧିକ । ରାଜଧାନୀ ଭୁବନେଶ୍ୱର ରିଜିଅନରେ ପାସ ହାର ୯୧.୪୭% ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।