You are currently viewing ବିଧାନସଭା ସଟଡାଉନ୍

ବିଧାନସଭା ସଟଡାଉନ୍

ବିଧାନସଭାକୁ ଆଜି ଦିନକ ପାଇଁ ସଟଡାଉନ୍‌ ଘୋଷଣା କରାଯାଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ ଏପରି ପଦକ୍ଷେପ ନିଆଯାଇଛି। ସଟଡାଉନ୍‌ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ କରୋନା ବ୍ୟାପିବା ଆଶଙ୍କାରେ ତୁରନ୍ତ ବିଧାନସଭାକୁ ସଟଡାଉନ୍‌ ଘୋଷଣା କରାଯାଇଛି। 

ଅନ୍ୟମାନଙ୍କୁ ଜଣାନ୍ତୁ।