You are currently viewing ସର୍ବାଧିକ ୩୫୪୩  ଆକ୍ରାନ୍ତ ଚିହ୍ନଟ

ସର୍ବାଧିକ ୩୫୪୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୬୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୨୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।