You are currently viewing ୨୨୦ ପୋଲିସ ପୋଷ୍ଟ ପାଇଁ ୯୦୫ ପଦବୀକୁ ମଞ୍ଜୁର ଦେଇଛନ୍ତି ମୁଖ୍ୟମନ୍ତ୍ରୀ

୨୨୦ ପୋଲିସ ପୋଷ୍ଟ ପାଇଁ ୯୦୫ ପଦବୀକୁ ମଞ୍ଜୁର ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ରାଜ୍ୟ ପୋଲିସରେ ନୂଆ ନିଯୁକ୍ତିକୁ ମଞ୍ଜୁରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ପୋଲିସର ୯୦୫ ପଦବୀରେ ନିଯୁକ୍ତି ପାଇଁ ଅନୁମତି ମିଳିଛି । ୨୨୦ ପୋଲିସ ଷ୍ଟେସନ ପାଇଁ ୯୦୫ ପଦବୀକୁ ଓ ୬ ଆଉଟପୋଷ୍ଟକୁ ମଞ୍ଜୁରି ମିଳିଛି । ୬ଟି ଆଉଟ ପୋଷ୍ଟକୁ ଅଧିକ ମଜଭୁତ କରାଯିବା ନେଇ ରାଜ୍ୟରେ ଆଉ ୬ଟି ପୋଲିସ ଷ୍ଟେସନ ପ୍ରତିଷ୍ଠା କରାଯିବ ବୋଲି ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।