You are currently viewing ବ୍ରାଉନ ସୁଗାର ବିକ୍ରି କରିବା ଅଭିଯୋଗରେ ଜଣେ ଗିରଫ

ବ୍ରାଉନ ସୁଗାର ବିକ୍ରି କରିବା ଅଭିଯୋଗରେ ଜଣେ ଗିରଫ

  • Post category:ଓଡିଶା
  • Reading time:1 mins read

ପୁରୀ (ଏ ଏନ୍ ଏସ)୧୯/୦୮, ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ ସାତପଡ଼ା ଅବକାରୀ ଥାନା ଅଧିକାରୀ ଶ୍ରୀ ବିନୋଦ ବାସ୍କେଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରୀ ଥାନା ଅଧୀନ ବିଜିପୁର ଛକରେ ଚଢ଼ାଉକରୀ ଜଣେ ଅସମୀଙ୍କୁ ବେଆଇନ ଚୋରା ବ୍ରାଉନ ସୁଗାର ବିକ୍ରି କରିବା ଅଭିଯୋଗରେ ଗିରଫ ହେଇଛନ୍ତି.

  1. ସୁଦର୍ଶନ ସୁନ୍ଦରା, ବୟସ-28
    ଗାଁ-ବ୍ରହ୍ମଗିରୀ ହରଚଣ୍ଡୀସାହି
    ଥାନା- ବ୍ରହ୍ମଗିରୀ
    ଜିଲ୍ଲା-ପୁରୀ
    ତାଙ୍କ ପାଖରୁ 105 ଗ୍ରାମ ବ୍ରାଉନ ସୁଗାର ଏବଂ ଗୋଟିଏ TVS XL SUPER HD BIKE ଜବତ କରି ସାତପଡ଼ା ଅବକାରୀ ଥାନା କେସ ନଂ-61/22-23 ରେ କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ପୁରୀ କlରାଗରକୁ ପଠାଯାଇଛି. ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ 10,50,000 ଟଙ୍କାରୁ ଉର୍ଦ୍ଧ ହେବ.ଏହି ଚଢ଼ାଉରେ SI-ରଙ୍କନିଧି ମଲ୍ଲିକ, staff- ସଂଜିପ ହସ୍ତୀ, ପ୍ରବୀନ ବିରାଜ କିରୋ, ଅଭିଜିତ ପ୍ରଧାନ, ଆଶିଷ କୁମାର ପ୍ରଧାନ ପ୍ରମୁଖ ସାମିଲ ଥିଲେ.
ଅନ୍ୟମାନଙ୍କୁ ଜଣାନ୍ତୁ।