ହିନ୍ଦୋଳ ବନାଞ୍ଚଳ ରୁଙ୍ଗଟା ଗେଟ ସମ୍ମୁଖରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମେରାମଣ୍ଡଳୀ ଗାଁର ରସା ନାୟକ ନାମ ଜଣେ ବ୍ୟକ୍ତି ନିଜ ଚାଷ ଜମିକୁ ଯାଉଥିବା ବେଳେ, ହାତୀ ହାବୁଡ଼ରେ ପଡ଼ିଥିଲେ । ସେଠାରେ ହିଁ ହାତୀଟି ଆକ୍ରମଣ କରିଥିଲା । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଗାଁଲୋକ ଅନୁଗୁଳ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ସେଠାରେ ମୃତ ଘୋଷଣା କରିଛନ୍ତି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା