ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୧୯୦୨କୁ ବୃଦ୍ଧି ପାଇଛି । କଟକରେ ଜଣେ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୩୮୬୬, ସୁସ୍ଥ ସଂଖ୍ୟା ୩୩୦୩୨୧, ସମୁଦାୟ ସକ୍ରିୟ ସଂଖ୍ୟା ୧୫୮୯, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୨୭୦ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍