ଭୁବନେଶ୍ୱର, କଟକ ଆଇଆଇଏଫଏଲ ମାମଲାରେ ଧିରେଧିରେ ଗୁମର ଫିଟିବାରେ ଲାଗିଛି । ଏନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିଜ ପ୍ରତିକ୍ରିୟା କହିଛନ୍ତି ଯେ, ଏପର୍ଯ୍ୟନ୍ତ ଏହି ଲୁଟ ମାମଲାରେ ୧୦ଜଣ ଗିରଫ ହୋଇଛନ୍ତି । ଆଗକୁ ଗିରଫ ସଂଖ୍ୟା ବଢ଼ିପାରେ ବୋଲି ମଧ୍ୟ କହିଛନ୍ତି । ସୂଚନାଯୋଗ୍ୟ ଯେ, ଲୁଟ୍ ଘଟଣାରେ ଗତକାଲି ପୁଲିସ ଆଉ ୨ ସୁନା ଦୋକାନୀଙ୍କୁ ଗିରଫ କରିଥିଲା । ଗିରଫ ପରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି । ଉଭୟ ମୁଖ୍ୟ ଅଭିଯୁକ୍ତ ଲାଲା ଅମ୍ରିତ ରାୟର ସହଯୋଗୀ ବୋଲି ପୁଲିସ ସୂଚନା ଦେଇଥିଲା ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା