ବାଲେଶ୍ୱର, ବାଲେଶ୍ୱର ଜିଲ୍ଲାରେ ଗତକାଲି ବିଳମ୍ବିତ ରାତିରେ ବେଆଇନ ଗୋରୁ ଚାଲାଣ ବେଳେ ୧୦୨ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ଗତକାଲି ରାତିରେ ଗୋରୁଙ୍କୁ ଦୁଇଟି କଣ୍ଟେନର ସାହାର୍ଯ୍ୟରେ ଭଦ୍ରକରୁ ପଶ୍ଚିମବଙ୍ଗ ଅଭିମୁଖେ ପଠାଯାଉଥିଲା । ୧୬ ନମ୍ବର ଜାତୀୟ ରାଜପଥର ଶେରଗଡ଼ ଟୋଲଗେଟ୍ ନିକଟରୁ ଖନ୍ତାପଡ଼ା ପୋଲିସ ଗୋରୁଙ୍କୁ ଉଦ୍ଧାର କରିଛି । ଉଦ୍ଧାର ଗୋରୁମାନଙ୍କୁ ବାମପଦାସ୍ଥିତ ମା ଭାରତୀ ଗୋଶାଳାରେ ରଖାଯାଇଛି।ଏହି ଘଟଣାରେ ଖନ୍ତାପଡ଼ା ପୋଲିସ ଚାରି ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍