ଭୁବନେଶ୍ୱର, କରୋନା ପାଇଁ ଦୀର୍ଘ ଦିନ ହେବ ବନ୍ଦ ରହିଥିଲା ସ୍କୁଲ । ଆସନ୍ତା ୮ରେ ସ୍କୁଲ ଖୋଲିବା ନେଇ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ କରିବା ପରେ ଏବେ ମାଟ୍ରିକ ଫର୍ମପୂରଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୦ ତାରିଖରେ ଅନଲାଇନ ଜରୀଆରେ ଫର୍ମ ପୂରଣ ପାଇଁ ନିର୍ଦ୍ଦେଶାବଳୀ ପ୍ରକାଶ ପାଇଛି । ଉଭୟ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିବେ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । www.bseodisha.ac.in ୱେବସାଇଟରେ ଫର୍ମ ପୂରଣ ପାଇଁ ଲିଙ୍କ ଓ ନିର୍ଦ୍ଦେଶାବଳୀ ଉଲ୍ଲେଖ ରହିଛି।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି