You are currently viewing ଆଜି ଆଉ ୧୧ ଜୀବନ ନେଲା କରୋନା

ଆଜି ଆଉ ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଓ ଭବନେଶ୍ୱରରୁ ୨ଜଣ ,ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ପୁରୀ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।