You are currently viewing ରାଜ୍ୟରେ ୧୧ଜୀବନ ନେଲା କରୋନା
Hyderabad: Medical workers attend to a suspected coronavirus patient (L), who travelled from Dubai, as he is shifted to the isolation ward of Gandhi Hospital, in Hyderabad, Thursday, March 19, 2020. (PTI Photo)(PTI19-03-2020_000132B)

ରାଜ୍ୟରେ ୧୧ଜୀବନ ନେଲା କରୋନା

ଭୁବନେଶ୍ୱର, ଆଜି ରାଜ୍ୟରେ ଆଉ ୧୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱର, ବାଲାଙ୍ଗିର, ଗଞ୍ଜାମ ଓ ମାଲକାନଗିରିରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଖୋର୍ଦ୍ଧା, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।