You are currently viewing ରାଜ୍ୟରେ ପୁଣି ୧୧ ଜୀବନ ନେଲା କରୋନା

ରାଜ୍ୟରେ ପୁଣି ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର, ଆଜି ରାଜ୍ୟରେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକ, ପୁରୀ ଓ ଭୁବନେଶ୍ୱରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, କୋରାପୁଟ,ଭଦ୍ରକ, ରାୟଗଡା, ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।