ଭୁବନେଶ୍ୱର -୨୦.୦୫.୨୦୨୧ , ରାଜ୍ୟରେ କମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟରୁ ୧୧ ହଜାର ୪୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୬,୪୩୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୫,୦୫୯ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯ , ସୁସ୍ଥ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧, ସମୁଦାୟ ସକ୍ରିୟ ସଂଖ୍ୟା ୧ ଲକ୍ଷ ୬ ହଜାର ୮୧୨, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୧୦୦୩୬ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯୭ ଆକ୍ରାନ୍ତ ଚିହ୍ନଟ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍