ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର, କେନ୍ଦୁଝରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ