You are currently viewing ଆଜି ରାଜ୍ୟରୁ ୧୨୦ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୧୨୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇଛି | ତେବେ ଆଜି ରାଜ୍ୟରୁ ୧୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୭୧ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୪୯ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୮୭୧୯, ସୁସ୍ଥ ସଂଖ୍ୟା ୩୩୫୯୯୪, ସମୁଦାୟ ସକ୍ରିୟ ସଂଖ୍ୟା ୭୫୪, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୭୧ |

ଅନ୍ୟମାନଙ୍କୁ ଜଣାନ୍ତୁ।