You are currently viewing ୧୩ ଜୀବନ ନେଲା କରୋନା
Hyderabad: Medical workers attend to a suspected coronavirus patient (L), who travelled from Dubai, as he is shifted to the isolation ward of Gandhi Hospital, in Hyderabad, Thursday, March 19, 2020. (PTI Photo)(PTI19-03-2020_000132B)

୧୩ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ରାଜ୍ୟରେ ୪୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ, କଟକ, ଗଜପତି, ବରଗଡ, ବଲାଙ୍ଗିର, କନ୍ଧମାଳ, ମୟୂରଭଞ୍ଜରୁୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।