ଭୁବନେଶ୍ୱର, ରାଜ୍ୟରେ ଆଜି ୧୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀ ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଜପତିରୁ ୨, ବାଲେଶ୍ୱର, ସୋନୁପର ଓ କଟକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ବଢିଲା ଟୋଲ ଟିକସରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସ