ଭୁବନେଶ୍ୱର: ଆଜି ରାଜ୍ୟରୁ ୧୩୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୭୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୫୪ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଅନୁଗୁଳ ୩ , ବାଲେଶ୍ୱର ୬ , ବରଗଡ଼ ୩ , ଭଦ୍ରକ ୧ ,ବଲାଙ୍ଗୀର ୩ , କଟକ ୭ , ଦେଓଗଡ ୩ ,ଗଜପତି ୩ , ଜଗତସିଂହପୁର ୪ , ଯାଜପୁର ୩ , ଝାରସୁଗୁଡା ୯ , କଳାହାଣ୍ଡି ୫ ,କନ୍ଧମାଳ ୧ , କେନ୍ଦ୍ରାପଡା ୨ , କେଉଁଝର ୨ , ଖୋର୍ଦ୍ଧା ୪, ମୟୁରଭଞ୍ଜ ୬ , ନବରଙ୍ଗପୁର ୩ , ନୂଆପଡା ୬ , ପୁରୀ ୭ ,ରାୟଗଡା ୧ , ସମ୍ବଲପୁର ୧୪ , ସୁନ୍ଦରଗଡ ୩୨ ,ସୋନପୁର ୧ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୪୪୩୦ , ସୁସ୍ଥ ସଂଖ୍ୟା ୩୩୧୧୪୪ , ସମୁଦାୟ ସକ୍ରିୟ ସଂଖ୍ୟା ୧୩୨୭ , ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୧୮୨ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍