ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୭୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ମୟୁରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରୁ ୩, କଟକ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଗଞ୍ଜାମ, ନୟାଗଡ଼ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା