You are currently viewing ଆଜି କରୋନା ନେଲା ୧୪ ମୁଣ୍ଡ
Computer image of a coronavirus

ଆଜି କରୋନା ନେଲା ୧୪ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ପୁଣି ଆଉ ୧୪ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୫ ଜଣ ଥିବା ବେଳେ ସମ୍ବଲପୁରରୁ ୩, ରାୟଗଡା, ନୂଆପଡା, ଜଗତସିଂହପୁର, କଟକ, ଭୁବନେଶ୍ୱର ଓ ଅନୁଗୁଳରୁ ଜଣେ ଲେଖାଏଁ ଅଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।