You are currently viewing ରାଜ୍ୟରେ ଆଜି କରୋନା ନେଲା ୧୪ ମୁଣ୍ଡ
Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

ରାଜ୍ୟରେ ଆଜି କରୋନା ନେଲା ୧୪ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବାସହ ମତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ଘଟୁଛି । ଆଜି ରାଜ୍ୟରେ ସର୍ବାଧିକ ୧୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହିକ୍ରମରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଖୋର୍ଦ୍ଧା, ନୟାଗଡ଼ରୁ ୩ଜଣ ଲେଖାଏଁ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।