ରାଜ୍ୟରେ ଆଜି ୧୪୪୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, ରାଜ୍ୟରେ ଆଜି ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ ଏବଂ ୬୨୭ ଜଣ ସ୍ଥାନୀୟ ଲୋକ ଏହା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୮୭୬୮ କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.