You are currently viewing ଆଜି ରାଜ୍ୟରୁ ୧୪୬ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୧୪୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ ୧୪୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୮୭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୫୯ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୮୯୬୩, ସୁସ୍ଥ ସଂଖ୍ୟା ୩୩୬୧୨୪, ସମୁଦାୟ ସକ୍ରିୟ ସଂଖ୍ୟା ୮୬୭, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୫୮ |

ଅନ୍ୟମାନଙ୍କୁ ଜଣାନ୍ତୁ।