ଆଜି ରାଜ୍ୟରେ ୧୫ କରୋନା ଆକ୍ରାନ୍ତ ମୃତ

ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୯୩ରେ ପହଞ୍ଚିଛି।

Leave A Reply

Your email address will not be published.