ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱର, ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୨, ବଲାଙ୍ଗୀର, ଝାରସୁଗୁଡା, ନବରଙ୍ଗପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ