You are currently viewing ରାଜ୍ୟରେ ୧୫ ଜୀବନ ନେଲା କରୋନା

ରାଜ୍ୟରେ ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ୩, ମୟୁରଭଞ୍ଜରୁ ୩, ଭୁବନେଶ୍ୱରରୁ ୨, ଢେଙ୍କାନାଳରୁ ୨, ସୁବର୍ନପୁର ୨, କଟକ ୧, ପୁରୀ ୧, ରାଉରକେଲାରୁ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।