ରାଜ୍ୟରେ ଆଜି 15 ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ 15 ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ସଂଖ୍ୟା 1510 ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.