ଆଜି ରାଜ୍ୟରେ ୧୫୨୮ ପଜେଟିଭ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଶହଶହ କରୋନା ପଜେଟିଭ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ରାଜ୍ୟରେ ୧୫୨୮ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ମିଳିଛି । ତେବେ ସଙ୍ଗରୋଧଗୃହରୁ ୯୪୮ଜଣ ଚିହ୍ନଟ ହୋଇଥିବାବେଳେ, ୫୮୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

Leave A Reply

Your email address will not be published.