ବାଲେଶ୍ୱର, ବାଲେଶ୍ୱର ଜିଲ୍ଲାର ବିକାଶ ପାଇଁ ୧୫୫ କୋଟି ଟଙ୍କା ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲେଶ୍ବର ମ୍ୟୁନିସିପାଲିଟିର ସବୁ ରାସ୍ତାର ଉନ୍ନତୀକରଣ କରାଯିବ । ତୁମୁଳିଆ ଗେଟ ଫ୍ଲାଇଓଭରରୁ ଷ୍ଟେସନ ଛକ ଯାଏ ୬ ଲେନର ରାସ୍ତା ନିର୍ମାଣ କରାଯିବ । ଏହି ୬ ଲେନ ରାସ୍ତାରେ ଆଧୁନିକ ଷ୍ଟ୍ରୀଟ ଲାଇଟ ବ୍ୟବସ୍ଥା କରାଯିବ । ଏଥିପାଇଁ ୭୦ କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି । ଇଣ୍ଡୋର ହଲ, ସୁଇମିଂ ପୁଲ୍ ପାଇଁ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ । ବୁଢ଼ାବଳଙ୍ଗ ନଦୀପଠାର ସୌନ୍ଦର୍ଯ୍ୟକରଣ ଓ ସୁରକ୍ଷା ପାଇଁ ଖର୍ଚ୍ଚ ହେବ ୫୩ କୋଟି । ଡ୍ରେନେଜ, କେନାଲ, ରାସ୍ତାର ବିକାଶ ପାଇଁ ଖର୍ଚ୍ଚ ହେବ ୭ କୋଟି ଟଙ୍କା ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍