You are currently viewing ଦେଶରେ ଦିନକରେ ୧୫ ହଜାର ୫୯୦ କୋରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ ୧୫ ହଜାର ୫୯୦ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ଦିନକରେ ୧୫ ହଜାର ୫୯୦ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୨୭ ହଜାର ୬୮୩କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୯୧ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ସଂଖ୍ୟା ୧ ଲକ୍ଷ ୫୧ ହଜାର ୯୧୮କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ମୋଟ ଆକ୍ଟିଭ କେସ୍- ୨,୧୩,୦୨୭, ସୁସ୍ଥ ସଂଖ୍ୟା -୧,୦୧,୬୨,୭୩୮ । ଯାହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି |

ଅନ୍ୟମାନଙ୍କୁ ଜଣାନ୍ତୁ।