ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କୋରାପୁଟ, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ