ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି କଟକରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, ଭୁବନେଶ୍ୱର, କଳାହାଣ୍ଡି, ରାୟଗଡ, ଗଞ୍ଜାମ, କେନ୍ଦ୍ରାପଡା, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ସୁନ୍ଦରଗଡ, ଯାଜପୁର ଓ ବାଲେଶ୍ୱରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା