You are currently viewing ରାଜ୍ୟରେ ଆଜି କରୋନା ନେଲା ୧୬ ଜୀବନ

ରାଜ୍ୟରେ ଆଜି କରୋନା ନେଲା ୧୬ ଜୀବନ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଢେଙ୍କାନାଳ, ସୁନ୍ଦରଗଡ, ବାଲେଶ୍ୱର, ଅନୁଗୁଳ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ମାଲକାନଗିରି, ପୁରୀ, କେନ୍ଦୁଝର, ଗଜପତି, ବରଗଡ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।