ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ଼ରୁ ୩, ଝାରସୁଗୁଡ଼ାରୁ ୨ ଜଣ , ଭୁବନେଶ୍ୱର, ଦେଓଗଡ଼, ମୟୁରଭଞ୍ଜ, ସମ୍ବଲପୁର ନୟାଗଡ଼, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ