ଭୁବନେଶ୍ୱର, ରାଜ୍ୟରେ କରୋନା ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୩, ଅନୁଗୁଳ, ଭୁବନେଶ୍ୱର, କଟକ, ବରଗଡ଼, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି