ଭୁବନେଶ୍ୱର-05.05.2021,ରାଜ୍ୟରେ କରୋନାରେ 16 ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ, ଗଜପତି ଏବଂ କଳାହାଣ୍ଡି ଜିଲାରୁ ୩ ଜଣ , ରାୟଗଡା ଏବଂ ସୁନ୍ଦରଗଡରୁ ୨ ଜଣ ଏବଂ ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 2104କୁ ବୃଦ୍ଧି ପହଞ୍ଚିଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ 9889 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 5611 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 4278 ରହିଛି
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ