ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫, ପୁରୀରୁ ୪, କେନ୍ଦ୍ରାପଡ଼ାରୁ ୨, ରାୟଗଡା, ବଲାଙ୍ଗୀର, ନୟାଗଡ଼, ମୟୁରଭଂଜ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
![You are currently viewing ଆଜି୧୬ ଜୀବନ ନେଲା କରୋନା](https://ansodia.in/wp-content/uploads/2020/09/iStock-1046447804-874700669-1583246014.jpg)
In the Hospital Sick Male Patient Sleeps on the Bed. Heart Rate Monitor Equipment is on His Finger.