You are currently viewing ଆଜି କରୋନା ନେଲା ୧୬ ମୁଣ୍ଡ
Computer image of a coronavirus

ଆଜି କରୋନା ନେଲା ୧୬ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକରୁ ୩ ଜଣ, ଗଞ୍ଜାମ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବରଗଡ଼, ଜଗତସିଂହପୁର, ଝାରସୁଗୁଡା, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।