ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝରରୁ ୩ ଜଣ, ଗଞ୍ଜାମ ଓ କଟକରୁ ୨ ଜଣ ଲେଖାଏଁ, ଭୁବନେଶ୍ୱର, ଦେଓଗଡ଼,ଜଗତସିଂହପୁର, ମୟୁରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ