ଭୁବନେଶ୍ୱର, ରାଜ୍ୟରେ ଆଜି ୨୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର, ବାଲେଶ୍ୱର ଓ ବୌଦ୍ଧରୁ ୨ ଜଣ ଲେଖାଏଁ, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର,ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ