ଭୁବନେଶ୍ୱର, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ୱର ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗୀର, ସୁବର୍ଣ୍ଣପୁର, ଝାରସୁଗୁଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଜଗତସିଂହପୁର, ବୌଦ୍ଧ, ବରଗଡ, ମୟୂରଭଞ୍ଜ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ