ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକ ଓ ନୟାଗଡରୁ ୨ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ