ଭୁବନେଶ୍ୱର-06.05.2021,ରାଜ୍ୟରେ କରୋନାରେ 17 ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ, ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି,କେନ୍ଦୁଝର,ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 2121କୁ ବୃଦ୍ଧି ପହଞ୍ଚିଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ 10,521 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 5945 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 4576 ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍